ପରଲୋକରେ ପାଟିଲ୍..

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି ଶିବରାଜ ପାଟିଲଙ୍କ ପରଲୋକ। ୯୦ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଲମ୍ୱା ସମୟ ଧରି ସେ ବେମାର ଥିଲେ।…