ପ୍ରତିଶୋଧପରାୟଣତାରୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ!

() ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ । ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସ୍ୱତନ୍ତ୍ର ଡାକ୍ତରୀ ଦଳ ଦ୍ୱାରା ଅପରେସନ୍ କରାଯାଇଥିବା…