ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ଵର୍ଣ୍ଣ ପଦକ ହାସଲ କଲେ ସୁଦର୍ଶନ ପଟ୍ଟନାୟକ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରୁଷିଆର ସେଣ୍ଟ ପିଟର୍ସବର୍ଗ ଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ଭାବେ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।…