ତେଲେଙ୍ଗାନାରେ ତ୍ରୀରଙ୍ଗା ଉଡାଇବେ ସାହ, କେସିଆର

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ସାହ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଶନିବାର ଦିନ ହାଇଦ୍ରାବାଦରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ପତାକା ଉତ୍ତୋଳନ କରିବେ।…