ରାଜଧାନୀରେ ଦିନ ୨ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଟ୍ରାଫିକ କଟକଣା

ଆଜି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏଥିପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍‌ ନିର୍ଦ୍ଦେଶନାମା ଜାରି…