ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ

ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ବୁଡିଗଲା  ଏକ ମାଛଧରା ଟ୍ରଲର। ମାଛ ମାରି କୂଳକୁ ଫେରୁଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଓ ଅଧିକ ଓଜନର…