ଉନ୍ନାଓ ଦୁଷ୍କର୍ମ ମାମଲା : କୁଲଦୀପଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ- ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲା ସିବିଆଇ
ଉନ୍ନାଓ ଦୁଷ୍କର୍ମ ମାମଲାରେ ବହିଷ୍କୃତ ବିଜେପି ନେତା କୁଲଦୀପ ସିଂ ସେଙ୍ଗାରଙ୍କ ଆଜୀବନ କାରାଦଣ୍ଡକୁ ସସପେଣ୍ଡ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଏହି ରାୟ ବିରୁଦ୍ଧରେ ସୁପ୍ରିମକୋର୍ଟ ଗଲା…
