ପାଣିପାଗ ଓ ପରିବେଶରାଜ୍ୟ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା, ରାଜ୍ୟରେ ଦିନ ତାପମାତ୍ରାରେ ଆଗାମୀ ୫ ଦିନ ଯାଏଁ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ

ଭୁବନେଶ୍ଵର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ସୁନ୍ଦରଗଡ, ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି ।

ରାଜ୍ୟରେ ଦିନ ତାପମାତ୍ରାରେ ଆଗାମୀ ୫ ଦିନ ଯାଏଁ ବିଶେଷ ପରିବର୍ତନର ସମ୍ଭାବନା ନଥିବାବେଳେ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ । କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାବିକ୍ ଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Related Articles

Leave a Reply

Your email address will not be published.

Back to top button