ଯାଜପୁରର ପ୍ରସିଦ୍ଧ ବାରୁଣୀ ମେଳା ,ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଯାଜପୁର ଦେଇ ପ୍ରବାହିତ ପୂଣ୍ୟତୋୟା ବୈତରଣୀ ନଦୀରେ ଆଜି ବାରୁଣୀ ସ୍ନାନ ଯୋଗ। ଏଥିପାଇଁ ଯାଜପୁରର ଦଶାଶ୍ୱମେଧ ଘାଟରେ ୫୦ ହଜାରରୁ ଉର୍ଦ୍ଧ୍ୱ ଭକ୍ତ ଓ ଶ୍ରଦ୍ଧାଳୁ…