ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ: ମାଡିଗଲା କାଦୁଅ ପାଣି

ଭୁଶୁଡ଼ିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍…