ପ୍ରତ୍ୟାହୃତ ହେଲା କୁସ୍ତି ଯୋଦ୍ଧାଙ୍କ ଆନ୍ଦୋଳନ

() ଚାରି ଦିନ ଧରି ଜନ୍ତରମନ୍ତରରେ ଚାଲିଥିବା ଭାରତୀୟ କୁସ୍ତି ଯୋଦ୍ଧାଙ୍କ ଆନ୍ଦୋଳନ ଶେଷରେ ପ୍ରତ୍ୟାହୃତ ହୋଇଛି। କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣଙ୍କ ଇସ୍ତଫା ଦାବିରେ ଅଡ଼ି…