ଅବିଭାଗିକୃତ

ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ

ଜାମ୍ମୁ କାଶ୍ମୀର ଉଧମପୁର ମନ୍ସର ମୋରହରେ ସଡକ ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଗ୍ରସ୍ତ। ଭାରସ୍ୟାମ ହରାଇ ଖାଇ ଭିତରକୁ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହାତ ହୋଇଥିବା ସୂଚନା ମିଳିଛି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହାତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛି। ତେବେ ବସଟି ମୁଙ୍ଗ୍ରିରୁ ଉଧମପୁର ଅଭିମୁଖେ ଯାତ୍ରା କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

Related Articles

Leave a Reply

Your email address will not be published.

Back to top button