ଅଭିଯୋଗ ଭିତ୍ତିହୀନ: ଶଶିଭୂଷଣ

Spread the love

ଭୁବନେଶ୍ୱର : ବୋହୁ ଯୌତୁକ ନିର୍ଯ୍ୟାତନା ନେଇ ଅଭିଯୋଗ ଆସିବା ପରେ ବିଜେଡି ବିଧାୟକ ଶଶୀଭୂଷଣ ବେହେରା ପ୍ରତିକ୍ରିୟା ଦେଇଛନ୍ତି । ତାଙ୍କ ନାଁରେ ଆସିଥିବା ଅଭିଯୋଗ ଭିତ୍ତିହୀନ ବୋଲି ସେ କହିଛନ୍ତି ।

ସେ କହିଛନ୍ତି ଯେ ପୁଅ-ବୋହୂ ଭିତରର କଥା, ମନୋମାଳିନ୍ୟ ଥାଇପାରେ । ଆମ ଘରେ ମାସେ ୧୧ ଦିନ ରହିବା ପରେ ବୋହୂ ତାଙ୍କ ଘରକୁ ଯାଇଛି । ନିଜେ ତାଙ୍କ ବାପା ଆସି ବୋହୂକୁ ଘରକୁ ନେଇ ଯାଇଛନ୍ତି । ଆଉ ରହିଲା ମୁଁ ଯୌତୁକ ମାଗିବା କଥା, ତାହା ସଂପୂର୍ଣ୍ଣ ଭିତ୍ତିହୀନ । ମୋ ବିଷୟରେ ଓଡ଼ିଶାବାସୀ ଭଲଭାବେ ଜାଣିଛନ୍ତି ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *