ପାଣିପାଗ ଓ ପରିବେଶ

ଘନୀଭୂତ ହେଉଛି ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ୧୯ ତାରିଖ ସୁଦ୍ଧା ଲଘୁଚାପ ଅବପାତ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୩ ଦିନ ଯାଏଁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତାମିଲନାଡୁ-ପୁଡୁଚେରି ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ହେବାର ଆଶଙ୍କା ରହିଛି। ପ୍ରଭାବରେ ୨୧ ତାରିଖ ବେଳକୁ  ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ୬ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button