ଭୁବନେଶ୍ବର: ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଅନୁମାନ କରାଯାଉଛି। ଏହାର ପ୍ରଭାବରେ ୮ ତାରିଖରୁ ଦକ୍ଷିଣ ଓଡିଶା ଓ ୯ରୁ ରାଜ୍ୟରେ ବର୍ଷାହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଂଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now