କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ନିଆଁ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପୁରୁଣା ଓଟି ରେ ଲାଗିଲା ନିଆଁ । ନିଆଁ ଲାଗି ଘରଟି ସମ୍ପୂର୍ଣ୍ଣ ଜଳି ପୋଡ଼ି ନଷ୍ଟ ହୋଇଯାଇଛି । ନିଆଁ କୁ ଆୟତ୍ତ କରିବାକୁ ୨ଟି ଦମକଳକୁ ଏକ ଘଣ୍ଟାରୁ ଉର୍ଦ୍ଧ ସମୟ ଲାଗିଥିଲା । ଏଥିରେ ଜଣେ କର୍ମଚାରୀଙ୍କ ଏକ ମୋଟର ସାଇକଲ ପୋଡ଼ି ନଷ୍ଟ ହୋଇଯାଇଛି । କେହି ଦୁର୍ବୁତ୍ତ ନିଆଁ ଲଗାଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now