ଜମ୍ମୁର ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ଆମ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ କରିବ: ପ୍ରଧାନମନ୍ତ୍ରୀ

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଜମ୍ମୁର ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ଆହୁରି ମଜବୁତ କରିବ ।

କେନ୍ଦ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହଙ୍କ ଟ୍ୱିଟ ଶୃଙ୍ଖଳର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଏହା ଆମ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶନ କରିବ ଓ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ମଜବୁତ କରିବ ।”

Leave a Reply

Your email address will not be published. Required fields are marked *