ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ବିରୋଧୀ ଦଳ ନେତା

Spread the love

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ବିରୋଧୀ ଦଳ ନେତା ମହାମହିମ ଶ୍ରୀ ପିଟର ଡଟନ ଅଷ୍ଟ୍ରେଲିଆର ସିଡନୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଭାରତ- ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀକୁ ମିଳିଥିବା ମଜବୁତ ଦ୍ୱିପାକ୍ଷିକ ସମର୍ଥନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି ।

ଦୁଇ ନେତାଙ୍କ ମଧ୍ୟରେ ଏହି ଦ୍ୱିପାକ୍ଷିକ ଭାଗିଦାରୀର ବିଭିନ୍ନ ପ୍ରସଙ୍ଗ ସହ ଜନ ସମ୍ପର୍କ ସ୍ଥାପନ ନେଇ ଆଲୋଚନା ହୋଇଛି । ଏହାବ୍ୟତୀତ ଆଞ୍ଚଳିକ ବିକାଶ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି ।

Leave a Reply

Your email address will not be published. Required fields are marked *