୨୭ରେ ନୀତି ଆୟୋଗର ବୈଠକ

Spread the love

କୋଲକାତା : ଆଗାମୀ ମଇ ୨୭ରେ ଦିଲ୍ଲୀରେ ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ଯୋଗଦେବା ନିମନ୍ତେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

ରାଜ୍ୟ ସଚ୍ଚିବାଳୟ ସୂତ୍ରରୁ କୁହାଯାଇଛି ଯେ, ଏହି ବୈଠକରେ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲା ସମେତ ଅଣଭାଜପା ଶାସିତ ରାଜ୍ୟ ଗୁଡିକର ମୁଖ୍ୟମନ୍ତ୍ରୀ ମାନେ ସାମିଲ୍ ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *