ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଭାରତର ଦୀର୍ଘ ସାମୁଦ୍ରିକ ସେତୁ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ (ଏମଟିଏଚଏଲ) ପାଇଁ ସନ୍ତୋଷ ବ୍ୟକ୍ତ କରିଛନ୍ତି ଓ କହିଛନ୍ତି ଏହି ଆଗାମୀ ପୀଢିର ଭିତ୍ତିଭୂମି ଲୋକଙ୍କ ସହଜ ଜୀବନ ଶୈଳୀକୁ ପ୍ରୋତ୍ସାହିତ କରିବ ।
ଏମଟିଏଚଏଲର ବିଶେଷତ୍ୱ ସମ୍ପର୍କରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନବୀଶଙ୍କ ଟ୍ୱିଟର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଆଗାମୀ ପୀଢିର ଭିତ୍ତିଭୂମି ଲୋକଙ୍କ ସହଜ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବ ।”

Naxatra News is now on Whatsapp
Join and get latest news update delivered to you via whatsapp
Join Now