ସାର କ୍ଷେତ୍ରରେ ଆତ୍ମନିର୍ଭରତା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସାର କ୍ଷେତ୍ରରେ ଆତ୍ମନିର୍ଭରତା ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଆଲେଖ୍ୟ ଶେୟାର କରିଛନ୍ତି ।

କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟଙ୍କ ଟ୍ୱିଟକୁ ରିଟ୍ୱିଟ କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“କେନ୍ଦ୍ର ମନ୍ତ୍ରୀ ଡଃ ମନସୁଖ ମାଣ୍ଡଭିୟ ଜୀ ଲେଖିଛନ୍ତି କିପରି ଭାରତର ସାର ବିଭାଗ ଏହି କ୍ଷେତ୍ରରେ ଆତ୍ମନିର୍ଭରତା ହାସଲ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରଗତି ହାସଲ କରିଛି…ନିଶ୍ଚୟ ପଢନ୍ତୁ ।”

Leave a Reply

Your email address will not be published. Required fields are marked *