ମହାରାଷ୍ଟ୍ର ଦୁର୍ଘଟଣା ମାମଲାରେ ଶୋକ ବ୍ୟକ୍ତ କଲେ ରାଷ୍ଟ୍ରପତି

Spread the love

ନୂଆଦିଲ୍ଲୀ : ମହାରାଷ୍ଟ୍ରର ଠାଣେ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ଅନେକ ଲୋକ ହତାହତ ହେବା ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ସେ ଶୋକ ବ୍ୟକ୍ତ କରି କହିଛନ୍ତି ଯେ ଠାଣେ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ହେବା ଖବର ପାଇଁ ମୋତେ ଗଭୀର ଦୁଃଖ ହୋଇଛି । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା । ଆହତ ହୋଇଥିବା ଲୋକ ମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।

Leave a Reply

Your email address will not be published. Required fields are marked *