ପ୍ରଧାନମନ୍ତ୍ରୀ ମୋଦୀ ଜବାହରଲାଲ ନେହେରୁଙ୍କ ପୁଣ୍ୟତିଥିରେ ଜଣାଇଲେ ଶ୍ରଦ୍ଧାଂଜଳି

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କର ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ଅର୍ପିତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ କରି କହିଛନ୍ତି ଯେ ମୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କର ପୁଣ୍ୟତିଥିରେ ଶ୍ରଦ୍ଧାଂଜଳି ଅର୍ପିତ କରୁଛି ।

Leave a Reply

Your email address will not be published. Required fields are marked *