ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ସ୍ଥାନୀୟ ପ୍ରଶାସନ, ଏନଡିଆରଏଫ ଓ ଏସଡିଆରଏଫ ଦଳଗୁଡିକ ପ୍ରଭାବିତ ଲୋକଙ୍କୁ ସହାୟତା ସୁନିଶ୍ଚିତ କରୁଛନ୍ତି ।”

Leave a Reply

Your email address will not be published. Required fields are marked *