ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

Spread the love

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ବବର୍ତ୍ତୀ ଅଂଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ଅଧିକ ଘନୀଭୂତ ହେବ।  

Leave a Reply

Your email address will not be published. Required fields are marked *