୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ । ୩ ପର୍ଯ୍ୟନ୍ତ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ୩୧ରୁ ୨ ଯାଏଁ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ।
ଜିଲ୍ଲାଗୁଡ଼ିକ ହେଲେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର । ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେପଟେ ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ ରହିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now