ଜୁନ୍ ରୁ ୫ ଅଗଷ୍ଟ ସୁଦ୍ଧା ୬୩୪.୪ ମି.ମି. ବର୍ଷା ରେକର୍ଡ଼

Spread the love

ଭୁବନେଶ୍ଵର : ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୫ ଅଗଷ୍ଟ ସୁଦ୍ଧା ୬୩୪.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ ସ୍ଵାଭାବିକ୍ ବର୍ଷା ୬୧୫.୬ ମି.ମି ରହିଥାଏ ।

ଏହି ଅବଧି ମଧ୍ୟରେ ୫ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ବଡ ଅତ୍ୟଧିକ, ୮ ଜିଲ୍ଲାରେ ଅତ୍ୟଧିକ ଏବଂ ଅନ୍ୟ ୧୬ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *