ରାଜ୍ୟରେ ସକ୍ରିୟ ମୌସୁମୀ ସହ ସକ୍ରିୟ ଲଘୁଚାପ ଏବଂ ନିମ୍ନ ଚାପ ରେଖା ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ବର୍ଷା

Spread the love

ଭୁବନେଶ୍ଵର : ରାଜ୍ୟରେ ସକ୍ରିୟ ମୌସୁମୀ ସହ ସକ୍ରିୟ ଲଘୁଚାପ ଏବଂ ନିମ୍ନ ଚାପ ରେଖା ପ୍ରଭାବରେ ବିଭିନ୍ନ ଅଂଚଳରେ ବର୍ଷା ଲାଗି ରହିଛି ।

ସକ୍ରିୟ ଲଘୁଚାପ କ୍ଷେତ୍ର ତଥା ପୂର୍ବ-ପଶ୍ଚିମ ଭାବେ ଉତର-ପଶ୍ଚିମ ରାଜସ୍ଥାନରୁ ଆଭ୍ୟନ୍ତରୀଣ ଓଡିଶା ମଧ୍ୟଦେଇ ଉତରପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଥିବା ତଥା ୧.୫ କି.ମି. ଉଚ୍ଚତା ଯାଏଁ ସକ୍ରିୟ ଥିବା ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ଲାଗି ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *