୩ ଦିନ ଶୁଖିଲା ପାଗ

Spread the love

ଭୁବନେଶ୍ୱର: ଲଗାଣ ବର୍ଷାରୁ ମିଳିବ ଆଶ୍ୱସ୍ତୀ ୩ ଦିନ ଯାଏଁ ଶୁଖିଲା ପାଗ ରହିବ। ଆଗାମୀ 2 ରୁ 3 ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନଥିବାରୁ ଦିନ ତାପମାତ୍ରା ରେ ବୃଦ୍ଧି ସହ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି ଜଳୀୟବାଷ୍ପ କିଛି ଜିଲ୍ଲାରେ ବିଜୁଳିଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ଚେତାବନୀ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *