ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ରହିଛି । ଏହା ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଉଛି ।
ଏହାର ପ୍ରଭାବରେ ରବିବାର ଉତ୍ତର ଓଡ଼ିଶା ଅଧିକାଂଶ ଓ ଦକ୍ଷିଣ ର ଅନେକ ଜାଗାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼ , ଝାରସୁଗୁଡା ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି ।
ସେପଟେ ମୟୂରଭଞ୍ଜ , ବରଗଡ, ସୋନପୁର , ଅନୁଗୁଳ , କେନ୍ଦୁଝର ଓ ଦେବଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now