ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଭାରତ ଆଡକୁ ଅବସର ହେଉଛି । ଏଥିପାଇଁ ପାଗ ଅନୁକୂଳ ରହିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୨ରୁ୩ ଦିନ ମଧ୍ୟରେ ମାଳଦୀପ, କୋମୋରିନ ଅଂଚଳ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ର ଆହୁରି କିଛି ଭାଗ , ଦକ୍ଷିଣ-ପୂର୍ବବଙ୍ଗୋପସାଗର ର ଅବଶିଷ୍ଟ ଅଂଶ , କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି କିଛି ଅଂଶ ତଥା ଉତର-ପୂର୍ବ ବଙ୍ଗୋପସାଗର ର କିଛି ଅଂଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now